ବାଣ କାରଖାନାରେ ବିସ୍ଫୋରଣ; ଚାଲିଗଲା ୫ ଶ୍ରମିକଙ୍କ ଜୀବନ
ଚେନ୍ନାଇ: ତାମିଲନାଡୁର ବିରୁଧୁନଗର ଜିଲ୍ଲାର ଶିବକାସୀରେ ଏକ ବାଣ ତିଆରି କାରଖାନାରେ ମଙ୍ଗଳବାର ଦିନ ହଠାତ୍ ବିସ୍ଫୋରଣ ଘଟିଥିଲା। ବାଣ କାରଖାନାରେ ବିସ୍ଫୋରଣରେ ୨ ଜଣ ମହିଳାଙ୍କ ସମେତ ଅତି କମରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି।
ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ…