ରାଜ୍ୟର ସବୁ ସ୍କୁଲରେ ଲାଗିବ ସିସିଟିଭି, ସ୍ଥାପନା ହେବ ଆଇସିସି କମିଟି….
ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ନାରୀ ସୁରକ୍ଷା ବିଶେଷ କରି ଶିକ୍ଷାକ୍ଷେତ୍ରରେ ଛାତ୍ରୀଙ୍କ ସୁରକ୍ଷା ଏକ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ, ଏନେଇ ରାଜ୍ୟ ସରକାର ସୁରକ୍ଷା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହାରି…