ରୋହିତଙ୍କ ବ୍ରୋଙ୍କୋ ଟେଷ୍ଟ ହୋଇ ନ ଥିଲା
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଓପନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଆନ୍ତର୍ଜାତୀୟ ମ୍ୟାଚକୁ ପ୍ରତ୍ୟାବର୍ତନ କରିବା ପାଇଁ ବ୍ୟଗ୍ର ହୋଇ ଉଠିଛନ୍ତି । ଗତ ସପ୍ତାହରେ ରୋହିତ ବେଙ୍ଗାଲୁରରେ ଥିବା ବିସିସିଆଇର ସେଂଟର ଅଫ ଏକ୍ସଲେନ୍ସରେ ୟୋ ୟୋ ଫିଟନେସ ଟେଷ୍ଟ ପାସ କରିଛନ୍ତି । ଏଥିସହ ସେ…