ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ, ଜାଣନ୍ତୁ କଣ ରହିଛି ଖାସ୍
ଭୁବନେଶ୍ୱର: ଶିଶୁ ଏବଂ ଗୋଷ୍ଠୀ ମଧ୍ୟରେ ଚିନିର ଅତ୍ୟଧିକ ବ୍ୟବହାରକୁ ରୋକିବା ପାଇଁ ଓଡ଼ିଶା ସରକାର ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ କରିଛନ୍ତି। ଏହି ପଦକ୍ଷେପ ଅଧୀନରେ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ସୂଚନାପ୍ରଦ ଏବଂ ଦୃଶ୍ୟାତ୍ମକ ରୂପରେ ଚିନି ବୋର୍ଡ ସ୍ଥାପନ କରାଯାଉଛି।…