ରାଜ୍ୟର କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ
ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ପରେ ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇଥିଲେ ମଧ୍ୟ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ। ଏନେଇ ମଙ୍ଗଳବାର ଦିନ ଓଡ଼ିଶା ସରକାର ପ୍ରକାଶ କରିଛନ୍ତି।
ଅଧିକାରୀମାନେ କହିଛନ୍ତି ଯେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ଭଳି…