ଓଏସ୍ଜା ପକ୍ଷରୁ “ଓଡ଼ିଶା କ୍ରୀଡା ବିକାଶ ଓ ସୁଯୋଗ” କନକ୍ଲେଭ୍
ଭୁବନେଶ୍ବର:ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓଏସ୍ଜା) ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍ରେ ‘ଓଡ଼ିଶା କ୍ରୀଡ଼ା: ବିକାଶ ଓ ସୁଯୋଗ’ ଶୀର୍ଷକ କନ୍କ୍ଲେଭ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ବଛାବଛା କ୍ରୀଡ଼ା ସାମ୍ବାଦିକ ଓ କ୍ରୀଡ଼ାବିତ୍ଙ୍କ ସହ ସାରା ଦେଶର ୨୪ଜଣ ଜାତୀୟସ୍ତରୀୟ…