ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ଶୃଙ୍ଖଳିତ ନୀତିକାନ୍ତି ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର: ଶ୍ରୀମନ୍ଦିରର ପରିଚାଳନା କମିଟିର ନୂତନ ଭାବେ ମନୋନୀତ ହୋଇଥିବା ସଦସ୍ୟ ମାନେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶ୍ରୀମନ୍ଦିର ପରିଚାଳନା ପାଇଁ ନୂତନ କମିଟି ଗଠନ କରିଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି।
ପରିଚାଳନା କମିଟିର ସଦସ୍ୟମାନେ…