୩୫୦୦ କୋଟିର ମଦ ଦୁର୍ନୀତି ମାମଲାରେ ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଚାର୍ଜସିଟ୍
ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶ ପୋଲିସ ୩୫୦୦ କୋଟି ଟଙ୍କାର ମଦ ଦୁର୍ନୀତି ନେଇ କୋର୍ଟରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଏହି ଚାର୍ଜସିଟ୍ରେ ପୂର୍ବତନ ରାଜ୍ୟ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ୍ ମୋହନ ରେଡ୍ଡୀଙ୍କ ବିରୋଧରେ ପ୍ରତି ମାସରେ ହାରାହାରି ୫୦ ରୁ ୬୦ କୋଟି ଟଙ୍କା ଲାଞ୍ଚ ନେବାର ଅଭିଯୋଗ…