Latest Odisha News

BREAKING NEWS

୧୨ ହଜାର ଟଙ୍କା ଦେଇ କିଣିଥିଲେ ଟିକେଟ୍, ପାଇଲେନି ମେସିଙ୍କ ଝଲକ: ତାତିଗଲେ ପ୍ରଶଂସକ

କୋଲକାତା: ବିଶ୍ୱ ପ୍ରସିଦ୍ଧ ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ କୋଲକାତାରେ ଏକ ୭୦ ଫୁଟ ଉଚ୍ଚ ପ୍ରତିମୂର୍ତ୍ତିକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଥିଲେ। ତା’ପରେ ସେ କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ୍…

ପାକିସ୍ତାନ ସ୍କୁଲରେ ପଢ଼ାଯିବ ସଂସ୍କୃତ, ମହାଭାରତ.. 

ନୂଆଦିଲ୍ଲୀ: ପାକିସ୍ତାନ ସ୍କୁଲରେ ପଢ଼ାଯିବ ସଂସ୍କୃତ, ମହାଭାରତ। ବିଭାଜନ ପରେ ପ୍ରଥମ ଥର ପାଇଁ ପାକିସ୍ତାନର ବିଶ୍ଵବିଦ୍ୟାଳୟ ଶିକ୍ଷା ପାଠ୍ୟକ୍ରମରେ ସଂସ୍କୃତ ଭାଷା,ରାମାୟଣ,ମହାଭାରତ ଓ ଭଗବତ୍ ଗୀତାକୁ ସାମିଲ କରିବାକୁ ଯୋଜନା କରାଯାଉଥିବା ନେଇ ସୂଚନା ମିଳିଛି। ତେବେ ଲାହୋର…

ହଠାତ ୪ ଖେଳାଳିଙ୍କୁ ସସପେଣ୍ଡ କଲା ଆସାମ କ୍ରିକେଟ ଆସୋସିଏଶନ

ନୂଆଦିଲ୍ଲୀ: ଚଳିତ ସୟେଦ ମୁସ୍ତାକ ଅଲୀ ଟ୍ରଫି ଅବସରରେ ଆସାମ କ୍ରିକେଟ ଆସୋସିଏଶନ ହଠାତ ୪ଜଣ ଖେଳାଳିଙ୍କୁ ସସପେଣ୍ଡ କରିଛି । ଖେଳାଳିମାନେ ମ୍ୟାଚ ଫିକ୍ସିଂ କରିବା ପାଇଁ ଉଦ୍ୟମ କରୁଥିବା ଜଣାପଡିଛି । ଏମାନେ ହେଲେ ଅମିତ ସିହ୍ନା, ଈଶାନ ଅହମ୍ମଦ, ଅମନ ତ୍ରିପାଠୀ ଓ ଅଭିଷେକ ଠକୁରୀ । ସେମାନେ…

କଟକ ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ଭୁବନେଶ୍ୱର: ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ରବିବାର ଦିନ ଓଡ଼ିଶା ଗସ୍ତରେ ଆସିବେ। ସେ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ, ସେ କଟକର ସହିଦ ଭବନରେ ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏସନ୍ (HCBA)…

ଦିଦିଙ୍କ ନିର୍ବାଚନମଣ୍ଡଳୀରେ କଟିଯାଇଛି ହଜାର ହଜାର ଭୋଟରଙ୍କ ନାମ: ନିର୍ବାଚନ କମିଶନଙ୍କ ରିପୋର୍ଟ

କୋଲକାତା: ପଶ୍ଚିମବଙ୍ଗରେ ନିର୍ବାଚନ କମିଶନ (EC) ଶୁକ୍ରବାର ନିର୍ବାଚନମଣ୍ଡଳୀ-ୱାରି ତଥ୍ୟ ପ୍ରକାଶ କରିଛନ୍ତି। ଏହି ତଥ୍ୟ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭବାନୀପୁର ନିର୍ବାଚନମଣ୍ଡଳୀରେ ସର୍ବାଧିକ ଭୋଟରଙ୍କ ନାମ ବାଦ ଦିଆଯାଇଛି। ଏହା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା; ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

କଟକ: କଟକ ଆଠଗଡ଼ ଅଞ୍ଚଳର ଏକ ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ଆସିଥିବା ଚାଉଳ ଚୋରି କରିବା ଅଭିଯୋଗରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ସେ ଆଠଗଡ଼ ବ୍ଲକର ଛଗନ ଅପଗ୍ରେଡେଡ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୀନା ଦେବୀ ବୋଲି ରିପୋର୍ଟରୁ ଜଣାପଡ଼ିଛି।…

କେରଳ ତାଣ୍ଡବ ରଚୁଛି ଏହି ଭୟଙ୍କର ରୋଗ, ବର୍ଷକୁ ୨୦୦ରୁ ଅଧିକ ଲୋକଙ୍କର ଯାଉଛି ଜୀବନ

ନୂଆଦିଲ୍ଲୀ: କେରଳରେ ଲେପ୍ଟୋସ୍ପାଇରୋସିସ୍ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଶୁକ୍ରବାର ଲୋକସଭାରେ କହିଛନ୍ତି ଯେ ଚଳିତ ବର୍ଷ ଜାନୁଆରୀ ୧ରୁ ଡିସେମ୍ବର ୫ ମଧ୍ୟରେ କେରଳରେ ଲେପ୍ଟୋସ୍ପାଇରୋସିସ୍ ର ୩,୨୫୯ ନିଶ୍ଚିତ ମାମଲା ଚିହ୍ନଟ ହୋଇଥିବା…

ଶ୍ରୀମନ୍ଦିର ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଅନୁମୋଦନ; ସେପଟେ, ଶ୍ରୀଗୁଣ୍ଡିଚା ମନ୍ଦିରରେ ଗର୍ଭଗୃହ ଦର୍ଶନ…

ପୁରୀ: ଶ୍ରୀମନ୍ଦିର ପହିଲି ଭୋଗ ନୀତି ନିର୍ଘଣ୍ଟକୁ ମିଳିଲା ଅନୁମୋଦନ । ଉଭୟ ଛତିଶା ନିଯୋଗ ଓ ନୀତି ସବ୍ କମିଟି ପକ୍ଷରୁ ଅନୁମୋଦନ ମିଳିଛି । ୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ପହିଲି ଭୋଗ ନୀତି ପାଇଁ ରାତ୍ରୀ ୨ଟାରୁ ହେବ ଦ୍ଵାରଫିଟା । ଶୃଙ୍ଖଳିତ ଦର୍ଶନ ପାଇଁ ସେବାୟତମାନେ ଗଠନ…

ସ୍କୁଲରେ ବନ୍ଧୁକ, ୯ମ ଶ୍ରେଣୀ ଛାତ୍ରଙ୍କୁ ଜେରା

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର କୁଦାନଗରୀ ଅଞ୍ଚଳର ଏକ ସରକାରୀ ହାଇସ୍କୁଲ ଭିତରେ ଜଣେ ନବମ ଶ୍ରେଣୀ ଛାତ୍ର ବନ୍ଧୁକ ସହିତ ଧରାପଡ଼ିଛି। ସୂଚନା ଅନୁଯାୟୀ, ଗଣିତ ଶ୍ରେଣୀ ସମୟରେ ଛାତ୍ରଟି ଅସ୍ୱାଭାବିକ ଭାବରେ ଅନ୍ୟମନସ୍କ ଥିବାର ଜଣାପଡ଼ିବା ପରେ ଘଟଣାଟି ସାମ୍ନାକୁ ଆସିଥିଲା।…

ଗମ୍ଭୀର-ପାଣ୍ଡ୍ୟାଙ୍କ ମଧ୍ୟରେ ହୋଇଥିଲା କି ବଚସା

ମୁଲ୍ଲାନପୁର: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳା ଯାଇଥିବା ଦ୍ୱିତୀୟ ଟି୨୦ରେ ଟିମ ଇଣ୍ଡିଆ ଶୋଚନୀୟ ଭାବେ ପରାଜିତ ହୋଇଛି । ମ୍ୟାଚ ପରେ ମୂଖ୍ୟ କୋଚ ଗୌତମ ଗମ୍ଭୀର ଓ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରେ ସାମାନ୍ୟ ବଚସା ହେଉଥିବା ଏକ ଭିଡିଓରେ ଦେଖିବାକୁ ମିଳିଛି । ଏହି…