ପୁରୀରେ ପତ୍ନୀଙ୍କ ସହ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ, ଶ୍ରଦ୍ଧାଳୁଙ୍କୁ ଟଙ୍କ ତୋରାଣୀ ବାଣ୍ଟିଲେ…
ପୁରୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛି କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂରତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ତାଙ୍କ ଧର୍ମପତ୍ନୀ ରଥ ଟାଣିଛନ୍ତି ।…