ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନ ମାମଲା; ହାଇକୋର୍ଟରେ ଶୁଣାଣି ଶେଷ
କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ମାମଲାର ଶୁଣାଣି ଶେଷ । ବିଷ୍ଣୁପଦଙ୍କ ଆଗୁଆ ଜାମିନ ଆବେଦନ ମାମଲାରେ ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି । ଶୁକ୍ରବାର ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର ରଖିଲେ ହାଇକୋର୍ଟ ।
ତେବେ ଜଷ୍ଟିସ ଭି.ନରସିଂହଙ୍କୁ…