Diversion Tactic: ଯେବେ ସୀମା ପାର୍ କରନ୍ତି ନେତା…
ନୂଆଦିଲ୍ଲୀ: ବିହାରର ଦରଭଙ୍ଗାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭୋଟର ଅଧିକାର ଯାତ୍ରା ସମୟରେ ବୟାନକୁ ନେଇ ବଡ଼ ବିବାଦ ସାମନାକୁ ଆସିଛି । ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଆପତ୍ତିଜନକ ବା ଅପଶବ୍ଦର ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଖାଲି ସେତିକି ନୁହେଁ…