ଦିଲ୍ଲୀ ସମ୍ମୁଖରେ ୧୨୮ ରନର ଲକ୍ଷ୍ୟ
ନୂଆଦିଲ୍ଲୀ: ଚଳିତ ଆଇପିଏଲରେ ଗୁରୁବାର ବର୍ଷା ବାଧାପ୍ରାପ୍ତ ମୁକାବିଲାରେ କୋଲକାତା ନାଇଟ ରାଇଡର୍ସ ୧୨୮ ରନର ବିଜୟ ଲକ୍ଷ୍ୟ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି କୋଲକାତା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଜାସନ ରାୟଙ୍କ ୪୩ ରନ କରିଥିଲେ । ତେବେ…