ଗିରଫ ପରେ ଚାକିରିରୁ ନିଲମ୍ବିତ ହେଲେ ‘ସୁନା’ ସାର୍
ସମ୍ବଲପୁର:ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ମହିଳା ପୋଲିସ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଗିରଫ କରିଛି ଓ କୋର୍ଟ ଚାଲାଣ କରାଯାଇଛି ।…