ସ୍ନାତକ ପାଠ୍ୟକ୍ରମ ସ୍ପଟ୍ ନାମଲେଖା ଅବଧି ଜୁଲାଇ ୧୯କୁ ବଢ଼ିଲା
ଭୁବନେଶ୍ୱର: ରାଜ୍ୟର ଉଚ୍ଚ ଶିକ୍ଷା ବିଭାଗ ସ୍ନାତକ ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧିକୁ ବୃଦ୍ଧି କରିଛି। ପୂର୍ବରୁ ବୁଧବାର ସରିବାକୁ ଥିବା ଏହି ନାମଲେଖା ଅବଧିକୁ ଜୁଲାଇ ୧୯ ତାରିଖ ଯାଏଁ ବଢ଼ାଯାଇଛି। ପ୍ରେସ୍ ରିଲିଜ ଜରିଆରେ ସୂଚନା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ ।
ଷ୍ଟୁଡେଣ୍ଟ…