ସରକାରଙ୍କ ଅନୁମତି: ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ଭାରତ କରିବ ଆବେଦନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କେନ୍ଦ୍ରୀୟ କ୍ୟାବିନେଟ ବୈଠକରେ ରାଜ୍ୟଗୋଷ୍ଠୀ କ୍ରୀଡାକୁ ନେଇ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ବୁଧବାର ବୈଠକରେ ସରକାର ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜକ ପାଇଁ ଆବେଦନକୁ କରିବାକୁ ଅନୁମତି ପ୍ରଦାନ…