Latest Odisha News

BREAKING NEWS

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା; ୟୁଜିସି ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ

ନୂଆଦିଲ୍ଲୀ: ଜଣେ ବରିଷ୍ଠ ଅଧ୍ୟାପକଙ୍କ ଦ୍ୱାରା ନିର୍ଯାତନା ଅଭିଯୋଗରେ ଫକୀର ମୋହନ (ସ୍ୱୟଂଚାଳିତ) କଲେଜର ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଏହି ମାମଲାର ତଦନ୍ତ ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମଙ୍ଗଳବାର ଏକ ଚାରି ସଦସ୍ୟ ବିଶିଷ୍ଟ ତଥ୍ୟ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ…

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ କର୍ମଚାରୀ ବାସଗୃହର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆସ୍ଥିତ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ କର୍ମଚାରୀ ବାସଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ନୂତନ ବାସଗୃହ ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ଓଡିଶା ନିର୍ମାଣ ନିଗମ ମାଧ୍ୟମରେ…

ଗ୍ରୁପ୍ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ, କହିଲେ- ମହାକାଶ ଅନ୍ୱେଷଣ ଯାତ୍ରାରେ ଏକ…

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ଐତିହାସିକ ମିଶନ ସମ୍ପୂର୍ଣ୍ଣ କରି ଆଜି ପୃଥିବୀ ପୃଷ୍ଠକୁ ଫେରିଥିବା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭାରତର ପ୍ରଥମ ମହାକାଶଚାରୀ ରୂପେ…

ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ

ସମ୍ବଲପୁର: ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ । ହୀରାକୁଦ ନଦୀବନ୍ଧ…

ପୃଥିବୀ ଛୁଇଁଲା ଡ୍ରାଗନ ମହାକାଶଯାନ: ଏମିତି ଓହ୍ଲେଇଲେ ଶୁଭାଂଶୁ….

ନୂଆଦିଲ୍ଲୀ: ବାହୁଡିଲେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଥିବା ପ୍ରଥମ ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ନିଜର ଅନ୍ୟ ତିନି ଜଣ ମହାକାଶଚାରୀ ସାଥିଙ୍କ ସହ ପୃଥିବୀକୁ ଫେରିଛନ୍ତି। ମଙ୍ଗଳବାର ଦିନ ପ୍ରାୟ ୩ଟା ୩ ବେଳକୁ ଆମେରିକାର କାଲିଫର୍ଣ୍ଣିଆ ତଟବର୍ତ୍ତୀ ପ୍ରଶାନ୍ତ…

୮ ବର୍ଷ ପରେ ଇଂଲଣ୍ଡ ଦଳକୁ ଫେରିଲେ ଏହି ଖେଳାଳି

ଲଣ୍ଡନ: ଲର୍ଡସରେ ଅନୁଷ୍ଠିତ ତୃତୀୟ ଟେଷ୍ଟରେ ଇଂଲଣ୍ଡ ୨୨ ରନରେ ଭାରତକୁ ପରାସ୍ତ କରି ତେନ୍ଦୁଲକର-ଆଣ୍ଡରସନ ଟ୍ରଫିରେ ୨-୧ର ଅଗ୍ରଣୀ ହାସଲ କରିଛି । ଏହି ମ୍ୟାଚରେ ସ୍ପିନର ଶୋଏବ ବଶୀର ଆଘାତପ୍ରାପ୍ତ ହୋଇଛନ୍ତି । ତାଙ୍କ ସ୍ଥାନରେ ଇଂଲଣ୍ଡ ଦଳରେ ଲିୟାନ ଡାୱସନଙ୍କୁ ଦଳରେ ସାମିଲ କରାଯାଇଛି । ୮…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସନ୍ଧ୍ୟାରେ ବଡ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା…

କାମ ଦେବ କି ପୁଟିନଙ୍କୁ ଟ୍ରମ୍ପଙ୍କ ଚେତାବନୀ?

ନୂଆଦିଲ୍ଲୀ: ଲମ୍ବା ସମୟ ଧରି ଋଷ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଚାଲିଛି । ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଅନେକ ଥର ଦୁଇ ଦେଶ ମଧ୍ୟରେ ଯୁଦ୍ଧ ରୋକିବାକୁ ଉଦ୍ୟମ କରିଛନ୍ତି । ତେବେ ଏପର୍ଯ୍ୟନ୍ତ ସମାଧାନର ବାଟ ବାହାରି ପାରିନି । ଏବେ ଟାରିଫ୍ ବୋମା ଦ୍ବାରା ଯୁଦ୍ଧ ରୋକିବାକୁ ପ୍ରସ୍ତୁତି…

ନୀତିଶ ବିରୋଧୀ ରଣନୀତି ପଛରେ କିଏ?

ନୂଆଦିଲ୍ଲୀ: ବିହାର ରାଜନୀତିରେ ପୁଣି ଚର୍ଚ୍ଚାରେ ଚିରାଗ ପାଶ୍ବଓ୍ବାନ । ଏନଡିଏରେ ରହି ମଧ୍ୟ ନୀତିଶ ସରକାରଙ୍କ ବିରୋଧରେ ବୟାନ ଦେଇଛନ୍ତି ଚିରାଗ । ଆଇନ ଶୃଙ୍ଖଳାକୁ ନେଇ ଏନଡିଏ ମେଣ୍ଟର ସହଯୋଗୀ ଜେଡିୟୁ ମୁଖ୍ୟ ନୀତିଶ କୁମାରଙ୍କୁ ଟାର୍ଗେଟ୍ କରିଛନ୍ତି । ଯାହା ଅନ୍ୟ ମେଣ୍ଟ ସହଯୋଗୀଙ୍କ…

ଓଡିଶାରୁ ମାଓବାଦୀଙ୍କୁ ମୂଳପୋଛ ନେଇ ରାଜ୍ୟ ସରକାରଙ୍କ ନୂଆ ପଦକ୍ଷେପ…

ଭୁବନେଶ୍ବର: ସମଗ୍ର ଦେଶରେ ମାଓବାଦୀ ମାନଙ୍କର ଉପସ୍ଥିତି କମିବାରେ ଲାଗିଛି । କେନ୍ଦ୍ର ଗୃହମନ୍ତ୍ରୀ ଦେଶବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି କି, ୨୦୨୬ ସୁଦ୍ଧା ଭାରତ ମାଓବାଦ ମୁକ୍ତ ହେବ । ଏହି କ୍ରମରେ ସାରା ଦେଶରେ ମାଓ ପ୍ରଭାବିତ ଅଞ୍ଚଳଗୁଡିକରେ ମାଓ ଅପରେସନ ଜୋରଦାର କରାଯାଉଛି । ଏହି…