ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ…
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୫ତମ ବୈଠକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି…