Odisha Migration: ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବଡ଼…
ଭୁବନେଶ୍ୱର: ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ। କାହିଁକି ସେମାନେ ସେହି ରାଜ୍ୟକୁ ଯାଉଛନ୍ତି ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରି…