Dar and Yunus Discuss: ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ କେତେ ବିପଦ?
ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ ଶେଖ ହସିନାଙ୍କ ସରକାରର…