ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ; ଚାଲିଗଲା ୩ଜୀବନ
ଭୁବନେଶ୍ବର:ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସମ୍ବଲପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ବଜ୍ରାଘାତରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ଜୀବନ ହରାଇଥିବା ଜଣାପଡ଼ିଛି।
ସମ୍ବଲପୁର ଜିଲ୍ଲାର କୁଚିଣ୍ଡା ଅଞ୍ଚଳରେ ଜଣେ ବ୍ୟକ୍ତି ବର୍ଷା…