Latest Odisha News

BREAKING NEWS

CoughSyrup Seized: ବିପୁଳ ପରିମାଣର କଫସିରପ୍ ଜବତ; ୨ ଅଭିଯୁକ୍ତ ଗିରଫ

ବରଗଡ଼: ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି ବରଗଡ଼ ଟାଉନ ଥାନା ପୋଲିସ। ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତ ହେଲେ ବରଗଡ଼ ସହର ବିଶିପଡ଼ାର ସୁରଜଲ ନାଗ(୨୦) ଏବଂ ଖଲିଆପାଲି କେନାଲପଡ଼ାର ସିକ୍ରେଟି…

International Badminton Tournament:ଓଡିଶା ମାଷ୍ଟର୍ସ ୨୦୨୫:ସେମି ଫାଇନାଲରେ ପହଞ୍ଚିଲେ ତସନିମ,ରୋନକଙ୍କ ସମେତ ଏହି…

କଟକ: କଟକ ସ୍ଥିତ ଜବାହାର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫"(‘Odisha Masters 2025’)ର କ୍ଵାଟର ଫାଇନାଲ ରାଉଣ୍ଡର ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ…

Odisha Eco-Retreat: ‘ଆମର ଲକ୍ଷ୍ୟ ଏସିଆର ଶ୍ରେଷ୍ଠ ୫ Eco Cultural Tourism Hub ମଧ୍ୟରେ ସ୍ଥାନ…

ଭୁବନେଶ୍ୱର: ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ୭ମ ଇକୋ-ରିଟ୍ରିଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ସବକୁ ଉଦ୍‌ଘାଟନ କରି କହିଛନ୍ତି ଯେ, ପର୍ଯ୍ୟଟନ ପାଇଁ ରାଜ୍ୟ ସରକାର…

NIA raids: ଆତଙ୍କବାଦୀ ନେଟୱାର୍କର ହେବ ପର୍ଦ୍ଦାଫାସ; ହଜାରିବାଗରେ NIAର କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ସନ୍ଦିଗ୍ଧ ଆତଙ୍କବାଦୀ ଶାହନୱାଜ ଆଲମ ସହ ଜଡିତ ଏକ ମାମଲାର ତଦନ୍ତ ପାଇଁ NIAର ଏକ ଦଳ ଝାଡ଼ଖଣ୍ଡର ହଜାରିବାଗରେ ପହଞ୍ଚିଛି। ଶାହନୱାଜ ଆଲମକୁ ୨୦୨୩ ମସିହାରେ ଗିରଫ କରାଯାଇଥିଲା। NIA ଦ୍ୱାରା ପ୍ରାପ୍ତ ଗୁଇନ୍ଦା ସୂଚନା ଆଧାରରେ ଏହି ଚଢାଉ କରାଯାଇଥିଲା। ଟିମ୍ ଟି ହଜାରିବାଗର…

ଉପକୂଳ ଅଞ୍ଚଳରେ ‘ବିପର୍ଯ୍ୟୟରୁ ରକ୍ଷା ପାଇଁ ଓଏସଡବ୍ଲୁଏଏଲଆଇ ଏକ ଉତ୍ସର୍ଗୀକୃତ ଆନ୍ତର୍ଜାତୀୟ କେନ୍ଦ୍ର ଭାବରେ…

ପୁରୀ: ଉଦଘାଟିତ ହେଲା କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) । ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି ଆଜି…

Tata Steel: ଟାଟା ଷ୍ଟିଲ୍ ଓ କନଷ୍ଟ୍ରକ୍ଟଷ୍ଟିଲ୍ ପକ୍ଷରୁ ଇସ୍ପାତ ଆଧାରିତ ଜିରୋ ଏନର୍ଜି ବିଲ୍ଡିଂ ଲୋକାର୍ପିତ

ଭୁବନେଶ୍ୱର: ଟାଟା ଷ୍ଟିଲ୍ ଓ କନଷ୍ଟ୍ରକ୍ଟଷ୍ଟିଲ୍ ପକ୍ଷରୁ ଭୁବନେଶ୍ୱରରେ ଇସ୍ପାତ ଆଧାରିତ ଜିରୋ ଏନର୍ଜି ବିଲ୍ଡିଂ ଲୋକାର୍ପଣ କରାଯାଇଛି । ଅତ୍ୟାଧୁନିକ ଲାଇଟ୍ ଗେଜ୍ ଇସ୍ପାତ ଫ୍ରେମ୍ (ଏଲ୍‌ଜିଏସଏଫ୍‌) ପ୍ରଯୁକ୍ତି ବ୍ୟବହାର କରି ଏହାକୁ ନିର୍ମାଣ କରାଯାଇଛି । କନଷ୍ଟ୍ରକ୍ଟଷ୍ଟିଲ୍ ହେଉଛି…

Malkangiri Tension:ମାଲକାନଗିରିରେ ୫ମ ଥର ପାଇଁ ବଢ଼ିଲା ଇଣ୍ଟରନେଟ୍ କଟକଣା;ଆସନ୍ତାକାଲି ମଧ୍ୟରାତ୍ର…

ମାଲକାନଗିରି: ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା । ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ପ୍ରଶାସନର ନିଷ୍ପତ୍ତି । ଏହାକୁ ମିଶାଇ ମୋଟ୍ ପଞ୍ଚମ ଥର ପାଇଁ ବଢ଼ିଲା ଇଣ୍ଟରନେଟ୍ କଟକଣା । ଆସନ୍ତାକାଲି (ଶନିବାର) ମଧ୍ୟରାତ୍ର ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବୃଦ୍ଧି…

Maoists Surrender: ଭୁଶୁଡୁଛି ମାଓଗଡ; ଆତ୍ମସମର୍ପଣ କଲେ ୬ ମହିଳା ସମେତ ୧୦ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ଆଉ ଏକ ବଡ଼ ସଫଳତା ହାସଲ କରିଛି । ପୁଣି ଆଉ ୧୦ ଜଣ କୁଖ୍ୟାତ ମାଓବାଦୀ ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି । ଏମାନଙ୍କ ମଧ୍ୟରେ ୬ ଜଣ ମହିଳା ମାଓବାଦୀ ରହିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ…

Chief Justice Of India: ଡିସେମ୍ବର ୧୪ରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି

ଭୁବନେଶ୍ୱର: ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ…

Myanmar military air strike: ସେନାର ଏୟାର ଷ୍ଟ୍ରାଇକରେ ହସ୍ପିଟାଲ ଧ୍ବଂସ; ୩୪ ମୃତ ଓ ୮୦ଆହତ

ନୂଆଦିଲ୍ଲୀ: ମିଆଁମାରର ରଖାଇନ୍ ରାଜ୍ୟରୁ ଏକ ଦୁଃଖଦ ଏବଂ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସୂଚନାମୁତାବକ ରାତିସାରା ସେନା ଦ୍ୱାରା ହୋଇଥିବା ଏୟାରଷ୍ଟ୍ରାଇକ(Myanmar military air strike)ରେ ଏକ ସମ୍ପୂର୍ଣ୍ଣ ହସ୍ପିଟାଲ ଧ୍ୱଂସାବଶେଷରେ ପରିଣତ ହୋଇଯାଇଛି। ବୁଧବାର ରାତିରେ ଅରାକାନ୍…