ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଭୟାବହ ଯୁଦ୍ଧ ଯୋଗୁଁ ହଜାର ହଜାର ନିରୀହ ଲୋକଙ୍କ ପ୍ରାଣହାନୀ ହେବା ସହିତ ଲକ୍ଷ ଲକ୍ଷ ସାଧାରଣ ଜନତା ଆହତ ହୋଇଛନ୍ତି ଓ ଲକ୍ଷ ଲକ୍ଷ ଲୋକ ବାସହରା ହୋଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି । ଏଭଳି ସ୍ଥିତିରେ ଯୁଦ୍ଧର ଅନ୍ତ ତଥା ଶାନ୍ତି ପ୍ରତିଷ୍ଠା ପାଇଁ ବିଜୁ ଜନତା ଦଳ…