Cm Meets Naveen Patnaik: ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ନବୀନ ନିବାସରେ ପହଞ୍ଚି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଖାଲି ମୁଖ୍ୟମନ୍ତ୍ରୀ ନୁହନ୍ତି ମେଡିକାଲରୁ ଆସିବା ପରେ ଅନେକ ନେତା ମନ୍ତ୍ରୀ…