Bomb blast: ରାଜଧାନୀରେ ଫୁଟିଲା ବୋମା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ
ଭୁବନେଶ୍ୱର: ରାଜଧାନୀରେ ଫୁଟିଲା ବୋମା। ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ସନ୍ଦେହ କରାଯାଉଛି। ଫୁଲେଶ୍ୱରି ବସ୍ତିର ଏକ କ୍ଳବ୍ ଘର ଉପରକୁ ଦୃର୍ବୁତ୍ତ ମାନେ ବୋମା ମାଡ କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର…