ଜୁଲାଇ ୧୫ ଯାଏଁ ବର୍ଷାରୁ ନାହିଁ ନିସ୍ତାର
ଭୁବନେଶ୍ୱର: ଜୁଲାଇ ୧୫ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ଜାରି ରହିପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି।
ଗୁରୁବାର (୧୦ ଜୁଲାଇ) ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା/ବଜ୍ରପାତ ଏବଂ…