ବାଳକକୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ମହିଳାଙ୍କୁ ୨୦ ବର୍ଷ ଜେଲ…
ଜୟପୁର: ରାଜସ୍ଥାନ ଉଦୟପୁରର ଏକ କୋର୍ଟ ଜଣେ ନାବାଳକ ପୁଅକୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ମହିଳାଙ୍କୁ ୨୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।
ତେବେ ଏହା ପ୍ରଥମ ମାମଲା ଯେଉଁଠାରେ ଜଣେ ମହିଳା ଅଭିଯୁକ୍ତଙ୍କୁ POCSO ଆଇନ ଅନୁଯାୟୀ ଦୋଷୀ ସାବ୍ୟସ୍ତ କରାଯାଇଛି।
୨୦୨୩ ମସିହାରେ…