Odia History In Odisha Bhavan: ନୂଆଦିଲ୍ଲୀସ୍ଥିତ ଓଡିଶା ଭବନରେ ରହିବ ଓଡିଆ ଐତିହ୍ୟର ଝଲକ
ଭୁବନେଶ୍ୱର: ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ…