ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ, ଗିରଫ ପରେ ଅଭିଯୁକ୍ତର ଉଦ୍ଦେଶ୍ୟ ଜଣାପଡ଼ିଲା!
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ବୁଧବାର ଜନ ଶୁଣାଣି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ରାଜେଶ ଭାଇ ଖିମଜୀ ଭାଇ ସାକାରିୟା (୪୧) ଗୁଜୁରାଟର ରାଜକୋଟର ବାସିନ୍ଦା।
ଘଟଣା ଦିଲ୍ଲୀର ସିଭିଲ ଲାଇନ୍ସସ୍ଥିତ…