ଦୁଇ ସାଙ୍ଗ ମଧ୍ୟରେ ସାମାନ୍ୟ ବଚସାରୁ ଛୁରି ଭୁସି ହତ୍ୟା
ନୟାଗଡ଼: ଗଣିଆ ଥାନା କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଂହା ଗ୍ରାମରେ ଯୁବକଙ୍କୁ ବୀଭତ୍ସ ହତ୍ୟା ।ପୁରୁଷୋତ୍ତମ ପ୍ରଧାନ ଏବଂ ତାଙ୍କ ବନ୍ଧୁଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ବନ୍ଧୁ ରାଗି ଯାଇ ପୁରୁଷୋତ୍ତମଙ୍କୁ ଏକ ଧାରୁଆ ଛୁରିରେ ଛାତିକୁ ଭୁସି ଦେଇଥିଲେ ।
ଗୁରୁତରଙ୍କ…