ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ….
ଭୁବନେଶ୍ୱର: ସୁନାପ୍ରେମୀଙ୍କ ପାଇଁ ଦୁଃଖ ଖବର । ଜୁନ୍ ୧୪ ଅର୍ଥାତ୍ ଶନିବାର ପହିଲି ରଜରେ ପୁଣି ବଢିଲା ସୁନା ଦର । ଗତସପ୍ତାହରେ ଲଗାତର ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି । ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୨୮୦ ଟଙ୍କା ବୃଦ୍ଧି ପାଇ ୧,୦୧,୬୮୦ ଟଙ୍କାରେ…