Latest Odisha News

BREAKING NEWS

ରୋହିତ,କୋହଲି ହୋଇପାର…ତୁମକୁ ଗାଭାସ୍କରଙ୍କୁ ସମ୍ମାନ ଦେବାକୁ ପଡିବ

ମୁମ୍ବାଇ: ଭାରତୀୟ କ୍ରିକେଟର ଲିଟିଲ ମାଷ୍ଟର ଭାବେ ପରିଚିତ ସୁନୀଲ ଗାଭାସ୍କର ଦୀର୍ଘ ଦିନ ହେବ ଭାଷ୍ୟକାର ଦାୟିିତ୍ୱ ତୁଲାଇ ଆସୁଛନ୍ତି । ଖେଳାଳିଙ୍କ ପ୍ରଦର୍ଶନ ନେଇ ବେଳେ ବେଳେ ସେ କଡା ବୟାନ ମଧ୍ୟ ଦେଇଥାନ୍ତି । ରୋହିତ ଶର୍ମା, ବିରାଟ କୋହଲି ଓ ଶୁଭମନ ଗିଲଙ୍କ ପରି ଖେଳାଳି ଏ ନେଇ…

ଉପରାଷ୍ଟ୍ରପତି ନିର୍ବାଚନ; ନବୀନଙ୍କ ସହଯୋଗ ଲୋଡିଲେ ରାଜନାଥ

ଭୁବନେଶ୍ୱର: ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରୀଷ୍ଣନଙ୍କୁ ସମର୍ଥନ ଜଣାଇବା ପାଇଁ ଓଡିଶାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଫୋନ୍ ରେ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏନଡିଏ ପ୍ରାର୍ଥି ସି.ପି ରାଧାକ୍ରିଷ୍ଣଙ୍କୁ ଜିତିବାରେ…

ସେହ୍ୱାଗଙ୍କ ପରେ ଏହି ଅଲରାଉଣ୍ଡର କହିଲେ ଧୋନୀ ମୋତେ ଦଳରୁ ବାହାର କରିଥିଲେ

ନୂଆଦିଲ୍ଲୀ: ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପରେ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଲରାଉଣ୍ଡର ମହେନ୍ଦ୍ର ସିଂ ଧୋନୀଙ୍କୁ ତାଙ୍କ କ୍ୟାରିୟରର ପତନ ପାଇଁ ଦାୟୀ କରିଛନ୍ତି । ଏକ ସାକ୍ଷାତକାରରେ ଇରଫାନ ପଠାନ ଏହି ଖୁଲାସା କରିଛନ୍ତି । ୨୦୦୯ରେ ଦଳରୁ ବାଦ ପଡିବା ପରେ ପଠାନ…

ଓଡ଼ିଶାରେ ହେବ 6 MTPA ଇସ୍ପାତ କାରଖାନା! JSW ଷ୍ଟିଲ୍ ପୋସ୍କୋ ଗ୍ରୁପ୍ ସହିତ ମିଳାଇଲା ହାତ

ଭୁବନେଶ୍ବର: JSW ଷ୍ଟିଲ୍ ଲିମିଟେଡ୍ ଏବଂ ଦକ୍ଷିଣ କୋରିଆର ପୋସ୍କୋ ଗ୍ରୁପ୍ ଭାରତରେ ବାର୍ଷିକ ୬ ନିୟୁତ ଟନ୍ (MTPA) ଇସ୍ପାତ କାରଖାନା ସ୍ଥାପନ କରିବାର ସମ୍ଭାବନା ଅନୁସନ୍ଧାନ କରିବା ପାଇଁ ହାତ ମିଳାଇଛନ୍ତି।  କମ୍ପାନୀଗୁଡ଼ିକ ଏବେ ପ୍ଲାଣ୍ଟର ସ୍ଥାନ, ନିବେଶ ସର୍ତ୍ତାବଳୀ, ସମ୍ବଳ ଉପଲବ୍ଧତା…

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା । ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ…

ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣା; ୩ ଦିନିଆ ରିମାଣ୍ଡରେ ଯିବ ମୁଖ୍ୟ ଅଭିଯୁକ୍ତ ସମୀର ସାହୁ

ବାଲେଶ୍ବର: ବାଲେଶ୍ବର ଫକୀର ମୋହନ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା । ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୩ ଦିନିଆ ରିମାଣ୍ଡ ଆବେଦନ ମଞ୍ଜୁର କଲେ ଜିଲ୍ଲା ଦୌରାଜଜ୍‌ । ଅଧ୍ୟାପକ ସମୀର ସାହୁଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ କରିଥିଲେ ଛାତ୍ରୀ ।…

ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇପାରନ୍ତି ତିରୁଚି ଶିବ!

ନୂଆଦିଲ୍ଲୀ: ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ପରେ ବିରୋଧୀ ଦଳ ଖୁବ୍ ଶୀଘ୍ର ନିଜର ପ୍ରାର୍ଥୀ ଘୋଷଣା କରିବାର ସମ୍ଭାବନା ରହିଛି। ତେବେ ଡିଏମକେ ରାଜ୍ୟସଭା ସାଂସଦ ତିରୁଚି ଶିବ ବିରୋଧୀ ଦଳର ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ପୁଟିନ, ଜାଣନ୍ତୁ କଣ ରହିଛି ଖାସ୍…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି। ଏହି କଥାବାର୍ତ୍ତା ସମୟରେ ରାଷ୍ଟ୍ରପତି ପୁଟିନ ଗତ ସପ୍ତାହରେ ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ସାକ୍ଷାତ ବିଷୟରେ ନିଜର…

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: ପୁଣି ମେଡିକାଲ ବେଡରୁ ବାର୍ତ୍ତା ଦେଲେ…

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍…

ଲଣ୍ଡନରେ କୋହଲି-ଅନୁଷ୍କା କରୁଛନ୍ତି ମଜା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ବିରାଟ କୋହଲି ଓ ପତ୍ନୀ ଅନୁଷ୍କା ଶର୍ମା ଏବେ ଲଣ୍ଡନରେ ଛୁଟି କାଟୁଛନ୍ତି । ବିରୁଷ୍କା ଭାବେ ପରିଚିତ ଏହି ଯୋଡି ନିଜର ୨ଟି ସନ୍ତାନ ସହ ଲଣ୍ଡନରେ ମଜା କରୁଛନ୍ତି । ନିକଟରେ ସେମାନେ ୱିମ୍ବେଲଡେନ ଟେନିସ ଟୁର୍ଣ୍ଣାମେଂଟ ଦେଖିବାକୁ…