ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୪ ମାଓବାଦୀ
ମାଲକାନଗିରି: ସରକାରଙ୍କ ତରଫରୁ ଆତ୍ନନିର୍ଭରଶୀଳ ନୀତି ନକ୍ସଲଙ୍କୁ ବେଶ ଉତ୍ସାହିତ କରିଛି । ରବିବାର ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲା ପୋଲିସ ନିକଟରେ ୪ ଜଣ ମାଓବାଦୀ ଆସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ମହିଳା କ୍ୟାଡର ରହିଛନ୍ତି । ଏମାନେ…