ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା
ଭଦ୍ରକ: ବନ୍ଧୁକ ମୁନରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍ରେ ଲୁଟ୍ ହୋଇଥିବା ସୂଚନା ରହିଛି । ଆଜି ବ୍ୟାଙ୍କ କାମ ଚାଲିଥିବା ବେଳେ, ହଠାତ୍ ୪ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ ଭିତରକୁ ପଶି ଆସିଥିଲେ ।…