Latest Odisha News

BREAKING NEWS

ଅନ୍ଧ ହୋଇ ଯାଇଥାନ୍ତେ ଶୁଭମନ ଗିଲ

ଏଜବେଷ୍ଟନ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଅବସରରେ ଭାରତୀୟ ଦଳର ଅଧିନାୟକ ଶୁଭମନ ଗିଲ ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତି ଯାଇଛନ୍ତି । ଦ୍ୱିଶତକ ମାରି ଭାରତ ପାଇଁ ଇତିହାସ ରଚିଥିବା ଗିଲ ଇଂଲଣ୍ଡ ବ୍ୟାଟିଂ ବେଳେ ସ୍ଲିପ ସ୍ଥାନରେ ଫିଲ୍ଡିଂ କରୁଥିଲେ । ହ୍ୟାରୀ ବ୍ରୁକ…

ଶରଧାବାଲି ଦଳାଚକଟା ଭିଡିଓ ପଠେଇବାକୁ ଅପିଲ୍ କଲେ ଅନୁ ଗର୍ଗ

ଭୁବନେଶ୍ବର:ପୁରୀର ଶରଧାବାଲିରେ ଦଳାଚକଟା ଭଳି ପରିସ୍ଥିତି ନେଇ ଉନ୍ନୟନ କମିଶନର ତଥା ପୁରୀ ଅଘଟଣ ତଦନ୍ତକାରୀ କମିଟି ଅଧ୍ୟକ୍ଷ ଅନୁ ଗର୍ଗ ପ୍ରତିକ୍ରିୟା ଦେଇଛନ୍ତି। ତଦନ୍ତକାରୀ ଅଧିକାରୀ ଗର୍ଗ କହିଛନ୍ତି, ଅନେକ ଲୋକ ଦଳାଚକଟା ସମୟର ଭିଡିଓ କରିଥିଲେ। ଯେ କେହି ଭେଟି ତଥ୍ୟ ଦେବାକୁ…

ଶରଧାବାଲିରେ ଦଳାଚକଟା ଅଘଟଣ ପାଇଁ ସତ୍ୟବାଦୀ ବିଧାୟକ ଦାୟୀ: ଆପ୍

ପୁରୀ: ପୁରୀ ଶ୍ରୀମନ୍ଦିରର ପବିତ୍ରତା ଓ ପରମ୍ପରାକୁ ନଷ୍ଟ କଲେ ସତ୍ୟବାଦୀ ବିଧାୟକ । ଏଭଳି ଅଭିଯୋଗ ଆଣି ଆଜି ସାମ୍ବାଦିକ ସମିଳନୀ କରି ବିଧାୟକଙ୍କ ଉପରେ ଜୋରଦାର ବାର୍ଷିଛି ପୁରୀ ଆମ ଆଦମୀ ପାର୍ଟି । ସୂଚନା ମୁତାବକ, ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଏକ ଭିଡିଓ, ଯେଉଁ ଭିଡ଼ିଓ ଟିରେ…

‘ଅପରେସନ ସିନ୍ଦୂରରେ ସୀମାରେ ୩ ଦେଶ ସହ ଲଢୁଥିଲା ଭାରତ’, ବଡ ଖୁଲାସା କଲା ଭାରତୀୟ ସେନା….

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ବେଳେ ଭାରତ ସୀମାରେ ୩ ଶତ୍ରୁ ଦେଶ ସହ ଲଢୁଥିଲା । ଭାରତୀୟ ସେନାର ଉପ-ମୁଖ୍ୟ ସେନା କର୍ମଚାରୀ (କ୍ଷମତା ବିକାଶ ଏବଂ ନିରନ୍ତରତା) ଲେଫ୍ଟନାଣ୍ଟ ଜେନେରାଲ ରାହୁଲ ଆର ସିଂହ ଶୁକ୍ରବାର ଦିନ ନୂଆଦିଲ୍ଲୀରେ ଏଫଆଇସିସିଆଇ ଦ୍ୱାରା ଆୟୋଜିତ 'ନ୍ୟୁ ଏଜ୍ ମିଲିଟାରୀ…

ପୁଣି ଜାମିନ୍ ଆବେଦନ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ପୁଣି ଜାମିନ୍ ଆବେଦନ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ କୋର୍ଟରେ ଜାମିନ୍ ଆବେଦନ କଲେ । ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା । ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ଗୁରୁବାର ଆତ୍ମସମର୍ପଣ କରିବା ପରେ…

ଆସିବ ନୂଆ ନୀତି, ଦିଲ୍ଲୀବାସୀ ଫେରି ପାଇବେ ପୁରୁଣା ଗାଡି

ନୂଆଦିଲ୍ଲୀ: ପରିବର୍ତ୍ତନ ହେଲା ଦିଲ୍ଲୀ ସରକାର ଆଭିମୁଖ୍ୟ। ପେଟ୍ରୋଲ ପମ୍ପରେ ପୁରୁଣା ଗାଡ଼ିକୁ ପେଟ୍ରୋଲ ଓ ଡିଜେଲ ଦିଆ ନଯିବା ଓ ତାକୁ ଜବତ କରାଯିବା ଘଟଣାକୁ ନେଇ ବିବାଦ ଦେଖାଦେବା ପରେ ଦିଲ୍ଲୀ ସରକାର ନୂଆ ଘୋଷଣା କରିଛନ୍ତି। ଦିଲ୍ଲୀରେ ୧୦ ରୁ ୧୫ ବର୍ଷ ପୁରୁଣା ଯାନବାହନ ଜବତ ଅଭିଯାନ ଉପରେ…

ରାମଚରିତ ମାନସ ମନ୍ଦିର ଭୂମି ପୂଜନ କଲେ ରାମଭଦ୍ରାଚାର୍ଯ୍ୟ; ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ:ମଙ୍ଗଳାଘାଟ ଠାରେ ଆୟୋଜିତ ରାମଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ କହିଛନ୍ତି ଯେ, ସଂସ୍କୃତି ଓ ସଂସ୍କାରଧର୍ମୀ କାର୍ଯ୍ୟ ଓ ଏହାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏହି ଭୂମି ପୂଜନ…

ତେଲେଙ୍ଗାନା ରାସାୟନିକ କାରଖାନାରେ ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ବର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ । ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ…

ଶ୍ରୀଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି; ଜନ୍ମବେଦୀରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନର କଲେ ତଦାରଖ

ପୁରୀ: ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି ୱାଇ ବି ଖୁରାନିଆ। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉପସ୍ଥିତ ରହି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନିରୀକ୍ଷଣ କରୁଛନ୍ତି। ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ…

‘ଛୋଟ ବଡ କିଛି ନାହିଁ, ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା’

ଭୁବନେଶ୍ବର: ମିଳିବ ଚିଟଫଣ୍ଡ ଟଙ୍କା । ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଦିଆଯିବ ବୋଲି ଆଜି ଆଶ୍ବସ୍ତି ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଛୋଟ ଜମାକାରୀ, ବଡ ଜମାକାରୀ କିଛି ନାହିଁ, ଯାହାଙ୍କ ପାଖରେ ଜମା କରିବାର ଛୋଟ ପ୍ରମାଣଟିଏ ବି ଥିବ ତାଙ୍କୁ ଟଙ୍କା…