ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
ଭୁବନେଶ୍ବର : ବିଏମ୍ସି ପକ୍ଷରୁ ୧୬୭ଜଣ ହିତାଧିକାରୀଙ୍କୁ ଲଟେରୀ ଜରିଆରେ ପକ୍କା ଘର ଆବଣ୍ଟନ କରାଯାଇଛି। ଚନ୍ଦ୍ରଶେଖରପୁର ବୁଦ୍ଧବିହାର ହାଉସିଂ ପ୍ରକଳ୍ପରେ ସାଲିଆସାହି, ସୁଭାଷ ବୋଷ ନଗର ବସ୍ତି, ମହାବୀର ବସ୍ତି, ମାଛ ମାର୍କେଟ ବସ୍ତି, ଜଗନ୍ନାଥବିହାର ଗୋପାଳ ବସ୍ତି, ସହିଦ ଲକ୍ଷ୍ମଣ ବସ୍ତି,…