Latest Odisha News

BREAKING NEWS

ମଧୁମେହ ରୋଗୀଙ୍କ ବୃକକ୍ ଖରାପ ହେଲେ ଦେଖାଯାଏ ଏହି ପ୍ରାରମ୍ଭିକ ଲକ୍ଷଣ…

ଭୁବନେଶ୍ବର: ମଧୁମେହ ଏକ ରୋଗ ଯାହା ଧୀରେ ଧୀରେ ଶରୀରର ଅନ୍ୟ ଅଂଶକୁ ପ୍ରଭାବିତ କରିବା ଆରମ୍ଭ କରେ। ଖାସ୍ କରି ବୃକକ୍ ସବୁଠାରୁ ଅଧିକ ପ୍ରଭାବିତ ହୁଏ। ମଧୁମେହ ରୋଗୀଙ୍କ ଯେତେବେଳେ ବୃକକ୍ ଖରାପ ହୁଏ, ଶରୀର କିଛି ପ୍ରାରମ୍ଭିକ ସଙ୍କେତ ଦିଏ। କିନ୍ତୁ କେତେକ ସମୟରେ ଏହି ଲକ୍ଷଣଗୁଡ଼ିକ ବହୁତ…

ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା ଓଏଏସ ସଂଘ

ଭୁବନେଶ୍ୱର: ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା OAS ସଂଘ। ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ। ସୂଚନା ଦେଲେ OAS ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର। ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ। ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି…

ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ। ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ…

ଆହୁରି ୩ ଦିନ ପ୍ରବଳ ବର୍ଷା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ୨୪ ଘଣ୍ଟା ପ୍ରବଳ ବର୍ଷିବ। ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷ । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା…

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ବିଏମସି କାର୍ଯ୍ୟାଳୟର ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି । ତେବେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନକୁ JMFC କୋର୍ଟ ଖାରଜ କରିଦେଇଛନ୍ତ । ଫଳରେ ତାଙ୍କୁ ୧୪ ଦିନିଆ ନ୍ୟାୟିକ ହାଜତକୁ ପଠାଇଦିଆଯାଇଛି । ଏହା…

ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ

ତାଳଚେର: ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ ଧରଣୀଧର ନାଥ । ୪୧ ସିଆରପିସି ବେଲ୍ କରାଇ ଦେବା ପାଇଁ ଜନ୍ଦାବାହାଳ ଗ୍ରାମର ପ୍ରୀତି ରଞ୍ଜନ ଭୁକ୍ତାଙ୍କ ଠାରୁ ନେଉଥିଲେ ୩ ହଜାର ଟଙ୍କା ଲାଞ୍ଚ । ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ । ଧରଣୀଧରଙ୍କ ପୈତୃକ ଘର ଛେଣ୍ଡିପଦା ଖମାର…

ଜଳ ଓ ଜୀବାଣୁ ବାହିତ ରୋଗ ନିରାକରଣ ପାଇଁ ସ୍ଵତନ୍ତ୍ର ମିଳିତ ଅଭିଯାନ

ଭୁବନେଶ୍ୱର: ଚଳିତ ବର୍ଷା ଋତୁରେ ସମ୍ଭାବ୍ୟ ଜଳବାହିତ ଏବଂ ଜୀବାଣୁ (ଭେକ୍ଟର) ବାହିତ ରୋଗର ପ୍ରତିରୋଧ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ତରଫରୁ ସ୍ଵତନ୍ତ୍ର ମିଳିତ ଅଭିଯାନ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି…

ସିଫୁଡ୍ ଏକ୍ସପୋ ଭାରତ-୨୦୨୫ରେ ଏକ୍ରିକ୍, ଓଡ଼ିଶା ହାତେଇଲା ପ୍ରଥମ ପୁରସ୍କାର

ଭୁବନେଶ୍ୱର: ଜୁଲାଇ ୧ରୁ ୩ ତାରିଖ ପର୍ଯ୍ୟନ୍ତ ଚେନ୍ନାଇ ବ୍ୟବସାୟିକ କେନ୍ଦ୍ର (ଟ୍ରେଡ୍ ସେଣ୍ଟର)ରେ ଅନୁଷ୍ଠିତ ହୋଇଥିଲା “ସିଫୁଡ୍ ଏକ୍ସପୋ ଭାରତ-୨୦୨୫ (ଏସଇବି-୨୫)” । ଏଥିରେ ଓଡ଼ିଶାରୁ ଅଂଶ ଗ୍ରହଣ କରିଥିବା ଇସିଆରଆଇସିସି(ଏକ୍ରିକ୍) ପ୍ରକଳ୍ପ ସରକାରୀ କ୍ଷେତ୍ର ବିଭାଗରେ ପ୍ରଥମ ସ୍ଥାନ…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାମଲା: ଗିରଫ ହେଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ଗିରଫ ହେଲେ ଅଭିଯୁକ୍ତ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗୁରୁବାର ରାତିରେ ଜଗନ୍ନାଥ ଭୁବନେଶ୍ଵର ଡିସିପି ଅଫିସରେ ପହଞ୍ଚି ଆତ୍ମସମର୍ପଣ କରିବା ପରେ ପୋଲିସ ତାଙ୍କୁ…

WINDS ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରଙ୍କ ସ୍କାଏମେଟ୍ ୱେଦର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍…