Latest Odisha News

BREAKING NEWS

ଗିଲଙ୍କ ଦ୍ୱିଶତକ, ଭାରତ ୫୮୭ରେ ଅଲଆଉଟ

ବର୍ମିଂହାମ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଅଧିନାୟକ ଶୁଭମନ ଗିଲଙ୍କ ଆକର୍ଷଣୀୟ ଦ୍ୱିଶତକ ବଳରେ ଭାରତ ପ୍ରଥମ ଇନିଂସରେ ୫୮୭ ରନ କରି ଅଲଆଉଟ ହୋଇ ଯାଇଛି । ଗିଲ ୨୬୯ ରନ କରି ଆଉଟ ହୋଇଥିଲେ । ଅଧିନାୟକ ଭାବେ ଇଂଲଣ୍ଡ ମାଟିରେ ପ୍ରଥମ ଭାରତୀୟ ଖେଳାଳି ଭାବେ ସେ ଦ୍ୱିଶତକ ହାସଲ…

ବହୁ ପ୍ରତୀକ୍ଷିତ ‘ରାମାୟଣ’ର ଟିଜର ଆଉଟ୍; ରାମ ଓ ରାବଣ ଝଲକ…

ମୁମ୍ବାଇ: ନିତେଶ ତିୱାରୀଙ୍କ ବହୁ ପ୍ରତୀକ୍ଷିତ ପୌରାଣିକ ଚଳଚ୍ଚିତ୍ର 'ରାମାୟଣ'ର ପ୍ରଥମ ଲୁକ୍ ଆଜି ଲଞ୍ଚ ହୋଇଛି। ରଣବୀର କପୁର, ସାଇ ପଲ୍ଲବୀ ଏବଂ ୟଶଙ୍କ ପରି ଷ୍ଟାରଙ୍କ ଅଭିନୀତ ଏହି ମେଗା ଫିଲ୍ମର ପ୍ରୋମୋ ଦେଶର ୯ଟି ବଡ଼ ସହରରେ ଏକକାଳୀନ ପ୍ରଦର୍ଶିତ ହୋଇଥିଲା। ଫିଲ୍ମର ପ୍ରଥମ ଲୁକ୍…

ପୁଣି ୯,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ମାଇକ୍ରୋସଫ୍ଟ

ନୂଆଦିଲ୍ଲୀ: ବିଶ୍ୱର ପ୍ରମୁଖ ଟେକ୍ କମ୍ପାନୀଗୁଡ଼ିକ ମଧ୍ୟରୁ ଗୋଟିଏ ମାଇକ୍ରୋସଫ୍ଟ। ପୁଣିଥରେ କମ୍ପାନୀ ବିଶ୍ୱସ୍ତରରେ କର୍ମଚାରୀଙ୍କ ସଂଖ୍ୟା ୪ ପ୍ରତିଶତକୁ ଛଟେଇ କରିବାକୁ ଯାଉଛି। ଏକ ରିପୋର୍ଟ ଅନୁଯାୟୀ ୯୦୦୦ରୁ ଅଧିକ ମାଇକ୍ରୋସଫ୍ଟ କର୍ମଚାରୀ ଛଟେଇର ସମ୍ମୁଖୀନ ହେଉଛନ୍ତି। ଏହି ବଡ଼…

“ଶବରୀ ସାଂସ୍କୃତିକ ଭବନ” ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଗୁରୁବାର ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ”ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ ଆଇଆରସି ଭିଲେଜ ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ…

ପଠାନକୋଟ କ୍ୟାଣ୍ଟରୁ ଦକ୍ଷିଣ ଭାରତକୁ ଯାତ୍ରା କରିବ ‘ଭାରତ ଗୌରବ’ ଟ୍ରେନ 

ନୂଆଦିଲ୍ଲୀ: ଦକ୍ଷିଣ ଭାରତର ପ୍ରସିଦ୍ଧ ଧାର୍ମିକ ସ୍ଥଳଗୁଡ଼ିକୁ ଦର୍ଶନ କରିବାକୁ ଚାହୁଁଥିବା ଭକ୍ତମାନଙ୍କ ପାଇଁ ଭାରତ ଗୌରବ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସ୍ୱତନ୍ତ୍ର ଟ୍ରେନ 28 ଜୁଲାଇରେ ଦକ୍ଷିଣ ଭାରତର ଦିବ୍ୟ ଯାତ୍ରାରେ ବାହାରୁଛି। ଏହି ୧୩ ଦିନିଆ ଯାତ୍ରା ପଠାନକୋଟ…

ଏହି ୩ ଜିଲ୍ଲା ନିମନ୍ତେ ସାଙ୍ଗଠନିକ ପାଇଁ ଷ୍ଟିଅରିଂ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର: ବଲାଙ୍ଗୀର, ନବରଙ୍ଗପୁର ଓ ଗଞ୍ଜାମ (ପୂର୍ବ) ସାଙ୍ଗଠନିକ ଜିଲ୍ଲାରେ ଜିଲ୍ଲା ସଂଯୋଜକ ନିଯୁକ୍ତି ହୋଇନଥିବାରୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ୩ଟି ପୃଥକ ଷ୍ଟିଅରିଂ କମିଟି ଗଠନ କରି ସେମାନଙ୍କ ନାମ ତାଲିକା ନିମ୍ନମତେ ଘୋଷଣା କରିଛନ୍ତି । ବଲାଙ୍ଗୀର…

ଇଂଲଣ୍ଡ ମାଟିରେ ଇତିହାସ ରଚିଲେ ଶୁଭମନ ଗିଲ

ବର୍ମିଂହାମ: ଭାରତୀୟ କ୍ରିକେଟ ଟିମର ଅଧିନାୟକ ଶୁଭମନ ଗିଲ ଇଂଲଣ୍ଡ ମାଟିରେ ଇତିହାସ ରଚିଛନ୍ତି । ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଦ୍ୱିଶତକ ମାରିଛନ୍ତି । ତାଙ୍କ ପୂର୍ବରୁ କୌଣସି ଭାରତୀୟ ଅଧିନାୟକ ଇଂଲଣ୍ଡ ମାଟିରେ ଦ୍ୱିଶତକ ମାରି ନ ଥିଲେ । ସେହିପରି ପ୍ରଥମ ଏସୀୟ ଅଧିନାୟକ ଭାବେ ଗିଲ…

ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାରରେ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଉପହାରର ଓଡ଼ିଶା ସହ ସମ୍ପର୍କ ରହିଛି। ଏହି ଉପହାରଟି ହେଉଛି କଟକରେ ନିର୍ମିତ ଏକ ସୁନ୍ଦର ରୁପା ତାରକସୀର ପର୍ସ। ରୁପା ତାରକସୀ ହସ୍ତଶିଳ୍ପ ପାଇଁ ସାରା…

ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର: ଓଡିଶାକୁ ଆଉ ଏକ ସଫଳତା। ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା। କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ କରିଛି।…

ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି, ମିଳିବ ଅନେକ ପ୍ରକାର ସୁବିଧା

ଭୁବନେଶ୍ୱର: ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି। ଦିଲ୍ଲୀରୁ ଫେରି ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଶାହଙ୍କ ସହ ବୈଠକ ପରେ ଦେଲେ ସୂଚନା। ମନ୍ତ୍ରୀଙ୍କ କହିବା ଅନୁଯାୟୀ, ରାଜ୍ୟର ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି।…