ପାକିସ୍ତାନୀ ଚ୍ୟାନେଲ ଓ ସେଲିବ୍ରିଟିଙ୍କ ଆକାଉଣ୍ଟ ଉପରୁ ହଟିଲା ବ୍ୟାନ
ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସମସ୍ତ ପାକିସ୍ତାନୀ କଳାକାରଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଇଥିଲା।
ଆଉ ଏବେ ପାକିସ୍ତାନୀ କଳାକାରଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଉପରୁ ପ୍ରତିବନ୍ଧକ ଉଠାଇ…