ବିଏମସି ମାଡ଼ ଘଟଣା: ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି
ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ OAS ସଂଘର ଚେତାବନୀ। ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବାକୁ ହେଲା ପ୍ରସ୍ତାବ ପାରିତ। ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ…