ପୂର୍ବତଟ ରେଳପଥ ଦେଶର ପ୍ରଥମ ରେଳ ଜୋନ୍ ଭାବରେ ଏହି ଐତିହାସିକ ଉପଲବ୍ଧି କଲା ହାସଲ…
ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଶର ପ୍ରଥମ ରେଳ ଜୋନ୍ ଭାବରେ ଇତିହାସରେ ନିଜର ନାମ ଲିପିବଦ୍ଧ କରିଛି, ମାତ୍ର ୧୩୪ ଦିନରେ ୧୦୦ ନିୟୁତ ଟନ୍ (MT) ମାଲ ପରିବହନ ରେକର୍ଡ ହାସଲ କରିଛି । ଯାହା ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଗତ ବର୍ଷ ତୁଳନାରେ ୧୦.୭% ବୃଦ୍ଧି ଅଟେ । ଏହି ମାଇଲଖୁଣ୍ଟ ୨୦୨୪-୨୫…