ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ମହାସମାରୋହରେ ରଥଯାତ୍ରା ପାଳିତ
ରୋଡ଼ସ ଆଇଲ୍ୟାଣ୍ଡ: ଯୁକ୍ତରାଷ୍ଟ୍ର ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡ ରାଜ୍ୟରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା ।
ଏଠାରେ…