ଆଉ ସ୍ଲିପ ପୋଜିଶନରେ ଫିଲ୍ଡିଂ କରିବେନି ଯଶସ୍ୱୀ
ଏଜବେଷ୍ଟନ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଏଜବାଷ୍ଟନରେ ଜୁଲାଇ ୨ରୁ ଆରମ୍ଭ ହେବ । ୫ ମ୍ୟାଚ ବିଶିଷ୍ଟ ତେନ୍ଦୁଲକର-ଆଣ୍ଡରସନ ଟ୍ରଫିରେ ଭାରତ ଏବେ ୦-୧ରେ ପଛୁଆ ରହିଛି । ପ୍ରଥମ ଟେଷ୍ଟରେ ଖରାପ ଫିଲ୍ଡିଂ ପ୍ରଦର୍ଶନ କରିଥିବା ଯଶସ୍ୱୀ ଜୈସୱାଲଙ୍କୁ ଏଥର ସ୍ଲିପ ପୋଜିଶନରେ…