କଟକ ରେଳ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ
ଭୁବନେଶ୍ୱର: କଟକ ରେଳ ଷ୍ଟେସନ ନିକଟରେ ସୋମବାର ସକାଳେ ଟ୍ରେନ୍ ସେବା କିଛି ସମୟ ପାଇଁ ପ୍ରଭାବିତ ହୋଇଛି।
ସୂଚନା ଅନୁଯାୟୀ, ସକାଳ ୮.୪୩ ସମୟରେ ପାରାଦୀପ ଅଭିମୁଖେ ଯାଉଥିବା ଏକ ଖାଲି ମାଲବାହୀ ଟ୍ରେନର ତିନୋଟି ୱାଗନ୍ ଲାଇନଚ୍ୟୁତ ହୋଇଥିଲା। ଟ୍ରାକ୍ ପରିବର୍ତ୍ତନ କରିବା ସମୟରେ ଏହି…