ଅଧିକ ଫିଲ୍ଡ ଭିଜିଟ କରି ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଭୁବନେଶ୍ୱରରେ ଦୁଇ ଦିନିଆ ଜିଲ୍ଲାପାଳ ଓ ଏସପି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ ଉପନିବେଶ…