Latest Odisha News

BREAKING NEWS

ଉପର ମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍

ହୀରାକୁଦ: ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବା କାରଣରୁ ପର୍ଯ୍ୟାୟକ୍ରମେ ଡ୍ୟାମ୍‌ର ଗେଟ୍ ଖୋଲାଯାଉଛି । ଆଜି ତୃତୀୟ ପର୍ଯ୍ୟାୟରେ ଆଉ ୮ଟି ଗେଟ୍ ଖୋଲାଯିବା ପରେ ବର୍ତ୍ତମାନ ମୋଟ୍ ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ଜଳ…

ରେଳଷ୍ଟେସନରେ କାଉଡ଼ିଆଙ୍କ ହଙ୍ଗାମା; ରେଳବାଇ ପ୍ରଶାସନଙ୍କ ହସ୍ତକ୍ଷେପ ପରେ ସମାଧାନ

ରାଉରକେଲା:ରେଳବାଇ ପକ୍ଷରୁ ୧୩୨୮୮ ଆରା–ଦୁର୍ଗ ସାଉଥ ବିହାର ଏକ୍ସପ୍ରେସ ରାଉରକେଲା ଷ୍ଟେସନରେ ଟର୍ମିନେଟ୍ ହେବ ବୋଲି ଘୋଷଣା ପରେ ରାଉରକେଲା ରେଳ ଷ୍ଟେସନରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା । ବିଲାସପୁର ଫେରୁଥିବା ପ୍ରାୟ ୨୦୦ ଜଣ କାଉଡ଼ିଆ ଭକ୍ତ ଷ୍ଟେସନ ପରିସରରେ ଜୋରଦାର…

ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ ବୃଦ୍ଧି, ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

କଟକ: ବୃଦ୍ଧି ହେଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ । ରାଜ୍ୟରେ ବନ୍ୟା ସ୍ଥିତିକୁ ନଜରରେ ରଖି ଏହି ତାରିଖରେ ବୃଦ୍ଧି କରାଯାଇଛି । ପୂର୍ବରୁ ଜୁଲାଇ ୩୧ ତାରିଖ ଶେଷ ଦିନ ଭାବେ ଧାର୍ଯ୍ୟ ହୋଇଥିଲା, ହେଲେ ଏବେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲ୍-ଅପ୍ କରିପାରିବେ ।…

ସ୍କୁଲରେ ଅଣଛାତ୍ରଙ୍କ ଆତଙ୍କ, କ୍ଲାସରୁମରୁ ଡାକି ଆଣି ଦଶମ ଶ୍ରେଣୀ ଛାତ୍ରକୁ ଛୁରି ଭୁସି ହତ୍ୟା

ଜୟପୁର: କ୍ଲାସରୁମରୁ ଡାକି ଆଣି ଦଶମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା କଲେ ଅଣଛାତ୍ର । କୋରାପୁଟ ଜିଲ୍ଲା ବାରିଣୀପୁଟ ପ୍ରୋଜେକ୍ଟ ହାଇସ୍କୁଲରେ ଏହି ଘଟଣା ଘଟିଛି । ଏହି ଘଟଣା ପରେ ଅନ୍ୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ସେପଟେ, ସ୍କୁଲର ପ୍ରଧାନଶିକ୍ଷକ…

ଫିଫାକୁ ୟୁରୋପୀୟ ଫୁଟବଲ୍ ଆସୋସିଏସନର ବଡ଼ ଝଟ୍‌କା

ଲଣ୍ଡନ: ଫିଫା ଏବଂୟୁରୋପୀୟ ଫୁଟବଲ ଆସୋସିଏସନ ମଧ୍ୟରେ ବିବାଦ ନୂଆ ମୋଡ଼ ନେଇଛି । ଫିଫାର ବିଶ୍ୱକପ୍ ଏବଂ ଅନ୍ୟାନ୍ୟ ପ୍ରତିଯୋଗିତାଗୁଡ଼ିକରେ ଘରୋଇ ନିବେଶକଙ୍କୁ ସେୟାର ବିକ୍ରି କରିବାର ପ୍ରସ୍ତାବକୁ ୟୁଇଏଫଏର ୫୫ଟି ଯାକ ସଦସ୍ୟ ଦେଶ ଦୃଢ଼ ବିରୋଧ କରିଛନ୍ତି । ଯଦି ଫିଫା ଏହି ପ୍ରସ୍ତାବରେ ଆଗକୁ…

ଆଉ ୫ ବର୍ଷ ବଢିଲା ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅବଧି, ଖର୍ଚ୍ଚ ହେବ ୩.୧୫ ଲକ୍ଷ କୋଟି

ନୂଆଦିଲ୍ଲୀ: କୃଷକମାନଙ୍କୁ ଖୁସି ଖବର ଦେଲେ କେନ୍ଦ୍ର ସରକାର।ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ ଯୋଜନା) ଯୋଜନାକୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଅର୍ଥାତ୍ 2030-31 ପର୍ଯ୍ୟନ୍ତ ବୃଦ୍ଧି କରି ସରକାର। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ…

ବର୍ଷାରେ କ୍ଷତବିକ୍ଷତ ଗ୍ରାମ୍ୟ ସଡ଼କ: ତୁରନ୍ତ ମରାମତି ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଏବେ ଲଗାଣ ବର୍ଷା ସହ ଉତ୍କଟ ବନ୍ୟା ପରିସ୍ଥିତି ଲାଗି ରହିଛି । ଏଥି ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମ୍ୟ ରାସ୍ତା, ପୋଲ, କଲଭର୍ଟ ଏବଂ କ୍ରସ୍-ଡ୍ରେନେଜ୍ (ସିଡି) କାର୍ଯ୍ୟର ତୁରନ୍ତ ମରାମତି ଓ ପୁନରୁଦ୍ଧାର କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ କଡ଼ା ନିର୍ଦ୍ଦେଶ ଜାରି…

ରାଜ୍ୟର ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ୧.୫ ଲକ୍ଷ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଅଦାନୀ ଗ୍ରୁପ୍‌!

ଭୁବନେଶ୍ୱର: ଓଡ଼ିଶାର ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ଆଗ୍ରହ ପ୍ରକାଶ ଆଜି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି ଅଦାନୀ ଗ୍ରୁପ୍‌ର ପ୍ରତିନିଧିମାନେ । ଖାରବେଳ ଭବନଠାରେ ଏହି ସାକ୍ଷାତ ସମୟରେ ତାଙ୍କ ସମ୍ମୁଖରେ ଏକ ବିସ୍ତୃତ ଉପସ୍ଥାପନା ପ୍ରଦାନ…

ଭିଜିଲାନ୍ସ ଜାଲରେ ଆରଆଇ ଓ ସହଯୋଗୀ, ୩୦ ହଜାର ଲାଞ୍ଚ ନେଉଥିଲେ…

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ କଟକ ଜିଲ୍ଲାର ନିଆଳି ତହସିଲ ଅନ୍ତର୍ଗତ ମାଧବା ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) କିଶୋର କୁମାର ସ୍ୱାଇଁ ଏବଂ ତାଙ୍କ ସହଯୋଗୀ ସୁକାନ୍ତ ପ୍ରଧାନଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛନ୍ତି। ସେମାନେ ୩୦ ହଜାର ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି। ଏକ ମ୍ୟୁଟେସନ୍…

ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିରନ୍ତର ପ୍ରେରଣାରେ ବିକାଶ, ପ୍ରଗତି ଓ ସମୃଦ୍ଧିର ଏକ ନୂତନ ପଥରେ ଓଡ଼ିଶା ଦ୍ରୁତ ଗତିରେ ଆଗେଇ…