Latest Odisha News

BREAKING NEWS

୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଥିବା ଜଣାପଡିଛି । ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗ୍ରାମର ସଞ୍ଜୟ ଚାତାର ଶ୍ୱଶୁର ଘର…

ସାବାଡ ହେବେ ଠକ ଖଜା ଦୋକାନୀ! ଆକ୍ସନମୋଡରେ ପ୍ରଶାସନ..

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କର ଛପନ ଭୋଗ ମଧ୍ୟରୁ ଖଜାର ଏକ ସ୍ବତନ୍ତ୍ରତା ରହିଛି । ଯିଏ ପୁରୀ ଆସିବ ସେ ଆଉ କିଛି ନଉକି ନନଉ ହେଲେ ଖଜା ଯେମିତି ହେଲେ ନେଇକି ଯିବ । ପୁରୀରେ ଭିନ୍ନଭିନ୍ନ ରକମର ଖଜା ମିଳେ । ଶ୍ରୀକ୍ଷେତ୍ରର ପ୍ରାୟ ସବୁ ସାହିରେ ଖଜା ମିଳେ । ହେଲେ ଦୁଃଖର ବିଷୟଯେ, ଏହି ଖଜା…

ପାକିସ୍ତାନର ବ୍ରହ୍ମପୁତ୍ର ପାଣି ଧମକକୁ ମିନିଟରେ ଧୋଇଲେ ଆସାମ ମୁଖ୍ୟମନ୍ତ୍ରୀ….

ନୂଆଦିଲ୍ଲୀ: ଭାରତର ସିନ୍ଧୁ ନଦୀ ଚୁକ୍ତି ବନ୍ଦ ପରେ, ଏବେ ପାକିସ୍ତାନରେ ପାଣିର ହାହାକାର ସୃଷ୍ଟି ହୋଇଛି । ଯାହାକୁ ନେଇ ଚୀନର ଶରଣ ପଶିଛି ପାକିସ୍ତାନ । ପାଣିର ଜବାବ ପାଣିରେ ଦେବ ବୋଲି ଚୀନ ସାଙ୍ଗରେ ବଡ ପ୍ଲାନ ଚଳାଇଛି । ଯଦି ଭାରତ ସିନ୍ଧୁ ନଦୀ ଜଳ ସମସ୍ୟା ସମାଧାନ ନକରେ, ଚୀନ…

ହୀରାକୁଦ ଜଳଭଣ୍ଡାରରୁ ହଟିଲା କଟକଣା, ବୁଲିପାରିବେ ପର୍ଯ୍ୟଟକ

ସମ୍ବଲପୁର: ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ ଜାରି ହୋଇଥିବା କଟକଣାକୁ ଆଜି ପ୍ରତ୍ୟାହର କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ଆସିପାରିବେ ପର୍ଯ୍ୟଟକ । ଏହି କଟକଣା ହଟିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଆହୁରି କହିଛନ୍ତି ଯେ,…

ଆଇପିଏଲରେ ଅଜବ ଗଜବ ସଂଯୋଗ….ସବୁ କିଛି ୧୮

ଅହମ୍ମଦାବାଦ:ଆଇପିଏଲ ୨୦୨୫ ଫାଇନାଲ ପୂର୍ବରୁ ଏକ ଅଜବ ଗଜବ ସଂଯୋଗ ଦେଖିବାକୁ ମିଳିଛି । ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଓ ପଞ୍ଜାବ କିଙ୍ଗସ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ । ରିପୋର୍ଟ ଅନୁସାରେ ୧୮ ନମ୍ବରର ଏକ ଚମତ୍କାର ସଂଯୋଗ ଦେଖିବାକୁ ମିଳୁଛି । ସୂଚନାଯୋଗ୍ୟ, ବିରାଟ କୋହଲିଙ୍କ ଜର୍ସି…

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା…

ଅସହ୍ୟ ଗରମ: ଆଜି ସକାଳ ସାଢେ ୮ଟା ସୁଦ୍ଧା ୩୪.୮ ଡିଗ୍ରୀ ଛୁଇଁଲା ବାଲେଶ୍ବର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି ତାତି। ଫଳରେ ଗରମ ସହ ଗୁଳୁଗୁଳି ଯୋଗୁଁ ଅସହ୍ୟ ହେବାରେ ଲାଗିଛି ଜନଜୀବନ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବରେ ଲାଗିଛି। ଗ୍ରୀଷ୍ମପ୍ରବାହ ଯୋଗୁ ପଶ୍ଚିମ ଓଡ଼ିଶା ଡହଡହ ତାତିରେ ଜଳୁଛି। ପଶ୍ଚିମରେ ସ୍ଥିତି ଏମିତି,…

ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

ନବରଙ୍ଗପୁର: ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ। ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି। ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା ଅଗ୍ନିଶମ ବାହିନୀ। ମେଡିକାଲରେ…

୧୫ ଲକ୍ଷ ଟଙ୍କାର ହେରୋଇନ୍‌ ଜବତ, ୨ ଗିରଫ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ଭୋଗରାଇ ଅବକାରୀ ଥାନା ଓ ବାଲେଶ୍ବର ମୋବାଇଲ ଅବକାରୀ ଥାନା ପକ୍ଷରୁ ଚଢାଉ । ଏହି ସମୟରେ ଭୋଗରାଇ ଚନ୍ଦନେଶ୍ଵର ମାର୍କେଟରୁ ବିପୁଳ ପରିମାଣର ହେରୋଇନ୍‌ ଜବତ ହୋଇଛି । ତେବେ ଜବତ ହେରୋଇନର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଏହି…