Latest Odisha News

Russian Tanker Seized: ଆମେରିକା ଜବତ କରିଥିବା ରୁଷ ଜାହାଜରେ ୩ ଭାରତୀୟ, ରୁଷ କହିଲା…

ନୂଆଦିଲ୍ଲୀ: ଗୁରୁବାର ରୁଷର ଏକ ତେଲ ଟ୍ୟାଙ୍କରକୁ ଜବତ କରିଛି ଆମେରିକା । ସପ୍ତାହରୁ ଅଧିକ ସମୟ ଧରି ଆଟଲାଣ୍ଟିକ ସାଗରରେ ପିଛା କରିବା ପରେ ଭେନେଜୁଏଲାରୁ ଆସୁଥିବା ଋଷ ତେଲ ଟ୍ୟାଙ୍କରକୁ ଜବତ କରିଥିଲା ଆମେରିକା । ଏଥିରେ ୨୮ ଜଣ କ୍ରିଉ ମେମ୍ବର ଥିବାବେଳେ, ୩ ଜଣ ଭାରତୀୟ ରହିଛନ୍ତି । ୧୭ ଜଣ…

ନିୟନ୍ତ୍ରଣ ବାହାରେ ଇରାନର ପରିସ୍ଥିତି: ଉତ୍ତେଜନା ପରେ ଇଣ୍ଟରନେଟ୍, ଟେଲିଫୋନ୍ ସେବା ବନ୍ଦ

ତେହରାନ: ନିୟନ୍ତ୍ରଣ ବାହାରେ ଇରାନର ପରିସ୍ଥିତି। ଦରଦାମ, ଅର୍ଥନୈତିକ ସଙ୍କଟ ଏବଂ ସରକାର ବିରୋଧୀ ଅସନ୍ତୋଷ କାରଣରୁ ଦେଶବ୍ୟାପୀ ବିକ୍ଷୋଭ। ମୁଦ୍ରାସ୍ଫୀତି ଏବଂ ଟଙ୍କାର ହ୍ରାସକୁ ନେଇ ଇରାନରେ ଦୁଇ ସପ୍ତାହ ଧରି ବିରୋଧ ପ୍ରଦର୍ଶନ ଜାରି ରହିଛି। ଗୁରୁବାର ରାତିରେ ଇରାନର ନିର୍ବାସିତ ଯୁବରାଜ…

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା, ଆହୁରୀ ସପ୍ତାହେ ରହିବ ପ୍ରଚଣ୍ଡ ଥଣ୍ଡା

ଭୁବନେଶ୍ୱର: ଆସନ୍ତା ଦୁଇ ସପ୍ତାହ ଯାଏ, ଅର୍ଥାତ୍ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଥଣ୍ଡାରୁ ନିସ୍ତାର ନାହିଁ। ସ୍ୱାଭାବିକ ତାପମାତ୍ରାଠାରୁ ପାଖାପାଖି ୬ ଡିଗ୍ରୀ ତଳକୁ ଖସିଯିବ ସର୍ବନିମ୍ନ ତାପମାତ୍ରା। ପାଣିପାଗ ବିଭାଗ ଏମିତି ଆକଳନ କରିଛି। କାଲୁଆ ପାଗରେ ଜାଡ଼ ପାଲଟିଯିବ ସାରା ରାଜ୍ୟ।…

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ହତ୍ୟା ଧମକ; ବଢିଲା ଲୋକଭବନର ସୁରକ୍ଷା

କୋଲକାତା: ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ। ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କୁ ମିଳିଛି ହତ୍ୟା ଧମକ। ଏକ ଇମେଲ୍ ଜରିଆରେ ତାଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି। ବୋମା ଧମକ ମିଳିବା ପରେ ରାଜ୍ୟପାଳଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି…

ଦିଲ୍ଲୀ ପରେଡ୍‌କୁ ଗଲେ ନବରଙ୍ଗପୁର ମହାବିଦ୍ୟାଳୟର ୬ ଛାତ୍ର

ନବରଙ୍ଗପୁର: ଦିଲ୍ଲୀରେ ଆସନ୍ତା ସାଧାରଣତନ୍ତ୍ର ଦିବସ (ଆରଡି) ପରେଡ୍ ପାଇଁ ମନୋନୀତ ହୋଇଛନ୍ତି ନବରଙ୍ଗପୁର କଲେଜର ୬ଜଣ ଛାତ୍ର। ସେମାନେ ହେଲେ ଯୁକ୍ତ ୩ ପଦାର୍ଥ ବିଜ୍ଞାନ ଛାତ୍ର ତଥା କମ୍ପାନି କ୍ୱାର୍ଟରମାଷ୍ଟର ସର୍ଜେଣ୍ଟ ଆଦର୍ଶ ପ୍ରତ୍ୟୁଷ କର୍କରା, ଯୁକ୍ତ ୩ ରାଜନୀତି ବିଜ୍ଞାନ ଛାତ୍ର ଓ…

PUCC:ଏପ୍ରିଲ ପହିଲା ଯାଏଁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ

ଭୁବନେଶ୍ବର: ଗାଡ଼ିଚାଳକଙ୍କ ପାଇଁ ଆସିଲା ଆଶ୍ବସ୍ତି ଖବର । ବାଣିଜ୍ୟ ଓ ପରିବହନର ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ‎ନ ଥିଲେ ଜରିମାନା ନ ଲଗାଇବାକୁ ରାଜ୍ୟ ପରିବହନ…

Steel Plant: ଓଡ଼ିଶାରେ ୭ ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ;୧୪ ହଜାରରୁ ଉର୍ଦ୍ଧ୍ବ ନିଯୁକ୍ତି ସୁଯୋଗ

ଭୁବନେଶ୍ବର: ମୋହନ ଚରଣ ମାଝୀ ଆଜି ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA)ର ୪୩ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA) ର ଏହି ବୈଠକରେ ୫୫, ୭୮୩ କୋଟି ଟଙ୍କାର ମୋଟ ନିବେଶ ସହିତ ୭ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି, ଯାହା…

ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର; ଏପରି କରିଥିଲେ ଲୁଟ୍ ପ୍ଲାନ୍…

ଭୁବନେଶ୍ବର:ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଚନ୍ଦ୍ରଶେଖରପୁର ଥାନା ପୋଲିସ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନାଗେଶ୍ବର ପରମାଣିକ । ଘର କୁଆଁପାଲି ମାହାଙ୍ଗା ଅଞ୍ଚଳର । ଏଥିସହ ଲୁଟ୍…

୫୦୦% ଟାରିଫ ଧମକ ମଧ୍ୟରେ ଖସିଲା ସେୟାର ବଜାର

ନୂଆଦିଲ୍ଲୀ: ଲଗାତାର ଗତ ଚାରିଦିନ ହେବ ସେନସେକ୍ସ ଏବଂ ନିଫ୍ଟି ୫୦ ହ୍ରାସ ହେବାରେ ଲାଗିଛି।ଯାହାର ପ୍ରଭାବ ଆଜି ଅର୍ଥାତ୍ ଗୁରୁବାର ଭାରତୀୟ ଷ୍ଟକ୍ ବଜାରରେ ଦେଖିବାକୁ ମିଳିଛି। ଜାନୁଆରୀ ୨ ତାରିଖରେ ସେନସେକ୍ସ ୮୫୭୬୨.୦୧ରେ ବନ୍ଦ ହୋଇଥିଲା। ଆଜି ଅର୍ଥାତ୍ ଜାନୁଆରୀ ୮ରେ ଏହା ୧୬୦୦ ପଏଣ୍ଟ…

ବରୁଣ ଧୱନଙ୍କୁ ଟ୍ରୋଲ୍ କଲେ ୟୁଜର୍ସ, ଚିହିଁକିଲେ ‘ବର୍ଡର ୨’ରେ ପ୍ରଡ୍ୟୁସର୍  

ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ତାଙ୍କର ଆଗାମୀ ଫିଲ୍ମ "ବର୍ଡର ୨" ରେ ମେଜର ହୋସିଆର ସିଂହ ଦହିଆ ଭୂମିକାରେ ଅଭିନୟ କରିଛନ୍ତି। ତେବେ ଏହି ଫିଲ୍ମର ଟିଜର ଏବଂ ପ୍ରଥମ ଗୀତ "ଘର କବ ଆଓଗେ" ରିଲିଜ୍ ହେବା ପରଠାରୁ ଲୋକମାନେ ତାଙ୍କ ଅଭିନୟକୁ ନେଇ ସୋସିଆଲ ମିଡିଆରେ ଲଗାତାର ଟ୍ରୋଲ୍ କରି…