ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ଵର: କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି।
କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ ପ୍ରସନ୍ନ।…