ଆସନ୍ତା ୨୫ରେ ଆୟୋଜିତ ହେବ ୬ଷ୍ଠ ଓଡ଼ିଶା ପର୍ଯ୍ୟଟନ କନ୍କ୍ଲେଭ୍-୨୦୨୫
ଭୁବନେଶ୍ବର: ଷଷ୍ଠ ଓଡ଼ିଶା ପର୍ଯ୍ୟଟନ କନକ୍ଲେଭ ୨୦୨୫ ଆସନ୍ତା ୨୫ ତାରିଖରେ ଭୁବନେଶ୍ୱରରେ ଏକ ଘରୋଇ ହୋଟେଲରେ ଆୟୋଜିତ ହେବ । ଓଡ଼ିଶାରେ ପର୍ଯ୍ୟଟନ ଶିଳ୍ପର ବିକାଶ ନେଇ ହେବ ଆଲୋଚନା । ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ବଡ଼ ବଡ଼ ପୁଞ୍ଜି ନିବେଶକୁ ଆକର୍ଷିତ କରିବା ଏବଂ ବିଦେଶୀ ପର୍ଯ୍ୟଟକଙ୍କୁ…